Masthead

ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ସମୟରେ ହୋଇଛି: ମହମ୍ମଦ ମୋକିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲେଖିକାକୁ କଟାକ୍ଷ କଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । ଇତିହାସର ପାଠ ପଢାଇଲେ ମୋକିମ୍ । ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ସମୟରେ ହୋଇଛି । ଭାରତ ଓ ଓଡ଼ିଶାର ବିକାଶ କଂଗ୍ରେସ କରିଛି । ବିଜେପି କେବଳ କୁଶ୍ଚିତ ରାଜନୀତି କରିବା ସହ ଦେଶକୁ ଭାଗଭାଗ କରେ । ସେଥିରେ ହିଁ ବିଜେପି ବିଶ୍ୱାସ ରଖେ। ବିକାଶରେ ନୁହେଁ । ଓଡ଼ିଶା ଆଜି ଯଦି ଅବହେଳିତ ଅଛି ଏହି ସରକାର ସମୟରେ। କଂଗ୍ରେସ ଅମଳରେ ଓଡ଼ିଶା ସରକାର ମାଗିବା ପୂର୍ବରୁ ଦେଉଥିଲେ ରାଜ୍ୟବାସୀଙ୍କ ପାଇଁ। ବିଜେଡି-ବିଜେପି ଭାଇଭାଇ ହୋଇ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି