Masthead

ଆଳୁ ସମସ୍ୟାର ସମାଧାନ ପାଇଁ ଦିଲ୍ଲୀରେ ମୋହନ-ମମତାଙ୍କ ଚର୍ଚ୍ଚା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହୁହୁ ହୋଇ ବଢିଚାଲିଛି ଆଳୁର ଦର୍ । ଲୋକେ ଆଳୁ କିଣିବାକୁ ଭୟ କଲେଣି । ପଶ୍ଚିମବଙ୍ଗରୁ ଆଳୁ ଯୋଗଣ ଠପ ହୋଇଯାଇଥିବା ବେଳେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ