Masthead

ଓଡ଼ିଶା ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):୪ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ । ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯିବେ । ଡ. ଭାଗବତ କଟକ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ୪ ଦିନ ରହିବେ। ଏଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବନାହିଁ । ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ