Masthead

ମଧ୍ୟପ୍ରଦେଶରେ ‘ମୋହନ’ ସରକାର

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ଆଜିଠୁ ମଧ୍ୟପପ୍ରଦେଶରେ ମୋହନ ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ । ଭୋପାଳରେ ଶପଥ ପାଠ କରାଇଲେ ରାଜ୍ୟପାଳ । ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିଛନ୍ତି । ତାଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଅଧ୍ୟକ୍ଷ ଜେଡି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ନୀତିନ ଗଡକରି ପ୍ରମୁଖ ଉପସ୍ଥିତ ରହିଛନ୍ତି ।

ମଧ୍ୟପ୍ରଦେଶରେ ଆରମ୍ଭ ହେଲା ମୋହନ ସରକାର । ରାଜ୍ୟପାଳ ଛଗନ ଭାଇ ପଟେଲ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ