Masthead

ଲୋକେ ଜଳକଷ୍ଟ ଭୋଗୁଛନ୍ତି, ଭୋଗିବେ ମଧ୍ୟ: ମୋହନ ମାଝୀ

https://youtube.com/live/T4pYtJtSaSY?feature=share

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାନୀୟ ଜଳ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ଝାଡିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । କହିଲେ ଖୋଦ୍ ବିଭାଗୀୟ ମନ୍ତ୍ରୀଙ୍କ ଅଞ୍ଚଳରେ ବି ପାନୀୟ ଜଳରୁ ବଞ୍ଚିତ ହେଉଛନ୍ତି ଲୋକେ। ମନ୍ତ୍ରୀ କେମିତି କହୁଛନ୍ତି ବର୍ଷକ ଭିତରେ ଶେଷ କରିବେ। ପ୍ରତିଶତ ହାର ଦେଖିଲେ ଲାଗୁଛି ଜଳକଷ୍ଟ ଲୋକେ ଭୋଗୁଛନ୍ତି ଭୋଗିବେ ମଧ୍ୟ।

ଯାହାର ଉତ୍ତରରେ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି ସରକାର ପ୍ରତିଶ୍ରୁତି ବଦ୍ଧ । ପ୍ରତ୍ୟେକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି ସମସ୍ତଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ। ସଦସ୍ୟ ପଚାରିଥିବା ପ୍ରଶ୍ନର ଉତ୍ତର ହୁଏତ ପୁରୁଣା ହୋଇଥିବା। ତଥାପି ମୁଁ ସଦସ୍ୟଙ୍କ ସହ ଆଲୋଚନା କରିବା ସହ ଉତ୍ତରକୁ ମେଳାପ କରିବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର