Masthead

ଶିକ୍ଷା ସହ କ’ଣ ପାଇଁ ଖେଳ ଖେଳୁଛନ୍ତି: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଏବଂ ଶିକ୍ଷକମାନଙ୍କ ବିଧାନସଭା ଘେରାଉକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । ଡ୍ରାଇଭର ମହାସଂଘ ପକ୍ଷରୁ ୧୨ଦଫା ଦାବି ନେଇ ରାଜ୍ୟବ୍ୟାପୀ ଚକଅଖ ବନ୍ଦ କରି ରଖିଛନ୍ତି। ସରକାର ଏଠି ବସି କ’ଣ କରୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ମୋହନ ମାଝୀ । ଡ୍ରାଇଭରର ମାନେ ଯଦି ଷ୍ଟିଅରିଂ ଛାଡି ଦେବେ ତେବେ ସମସ୍ତେ ଏହାର ପରିଣାମ ଭୋଗିବେ।

ଆଉ ବିଳମ୍ବ ନ କରି ବାଚସ୍ପତି ରୁଲିଂ ଦେବା ସହ ସରକାର ତାଙ୍କୁ ଡାକି ଆଲୋଚନା କରିବାକୁ ଦାବି କଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି। ସେପଟେ ଶିକ୍ଷକ ଆଜି କାନ୍ଦୁଛି । ବିଧାନସଭାକୁ ଘେରାଉ କଲେଣି ଶିକ୍ଷକ । କ’ଣ ପାଇଁ ଚୁପ୍ ସରକାର। ଶିକ୍ଷା ସହ କ’ଣ ପାଇଁ ଖେଳ ଖେଳୁଛନ୍ତି। କାଳ ବିଳମ୍ବ ନକରି ରୁଲିଂ ଦେବାକୁ ଦାବି କରିଛନ୍ତି ମୋହନ ମାଝୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ