Masthead

ମିଛ ଅଭିନୟ କରୁଛି ପୋଲିସ: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ ଚଲାଇଛି ଗୁଣ୍ଡାରାଜ । ମିଛ ଅଭିନୟ କରି ହସ୍ପିଟାଲରେ ଆଡମିଶନ ହୋଇଛନ୍ତି । ମଙ୍ଗଳବାର ବିଜେପି ଯୁବ ମୋର୍ଚ୍ଚା ଶାନ୍ତିପ୍ରିୟ ଭାବେ ଆନ୍ଦୋଳନ କରୁଥିଲା। କିନ୍ତୁ ପୋଲିସ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ବର୍ବରୋଚିତ ଆକ୍ରମଣ କରିଛି ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । ୩୦ ରୁ ୪୦ କର୍ମକର୍ତ୍ତା ଆହତ ହୋଇଛନ୍ତି।

ପୋଲିସ ଗୁଣ୍ଡାରାଜ ଚଳାଇଛି । ମିଛ ଅଭିନୟ କରି ହସ୍ପିଟାଲରେ ଆଡ଼ମିଶନ ହୋଇଛନ୍ତି। ପୋଲିସ ଗୁଣ୍ଡାରାଜ କରି ଓଲଟା ୩୦୭ ଦଫା ଲଗାଇବା ଦୁର୍ଭାଗ୍ୟଜନକ । ଏ ସଂକ୍ରାନ୍ତରେ ଗୃହ ରାଷ୍ଟ୍ରମନ୍ତ୍ରୀ ବିବୃତି ରଖନ୍ତୁ ବୋଲି ବିଜେପି ଦାବି କରିଛି । ପୋଲିସକୁ ମିଛ ଅଭିନୟ ପାଇଁ କୁହାଯାଉଛି ବୋଲି ବିଜେପି ଅଭିଯୋଗ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ