Masthead

ମିଛ ଅଭିନୟ କରୁଛି ପୋଲିସ: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ ଚଲାଇଛି ଗୁଣ୍ଡାରାଜ । ମିଛ ଅଭିନୟ କରି ହସ୍ପିଟାଲରେ ଆଡମିଶନ ହୋଇଛନ୍ତି । ମଙ୍ଗଳବାର ବିଜେପି ଯୁବ ମୋର୍ଚ୍ଚା ଶାନ୍ତିପ୍ରିୟ ଭାବେ ଆନ୍ଦୋଳନ କରୁଥିଲା। କିନ୍ତୁ ପୋଲିସ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ବର୍ବରୋଚିତ ଆକ୍ରମଣ କରିଛି ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । ୩୦ ରୁ ୪୦ କର୍ମକର୍ତ୍ତା ଆହତ ହୋଇଛନ୍ତି।

ପୋଲିସ ଗୁଣ୍ଡାରାଜ ଚଳାଇଛି । ମିଛ ଅଭିନୟ କରି ହସ୍ପିଟାଲରେ ଆଡ଼ମିଶନ ହୋଇଛନ୍ତି। ପୋଲିସ ଗୁଣ୍ଡାରାଜ କରି ଓଲଟା ୩୦୭ ଦଫା ଲଗାଇବା ଦୁର୍ଭାଗ୍ୟଜନକ । ଏ ସଂକ୍ରାନ୍ତରେ ଗୃହ ରାଷ୍ଟ୍ରମନ୍ତ୍ରୀ ବିବୃତି ରଖନ୍ତୁ ବୋଲି ବିଜେପି ଦାବି କରିଛି । ପୋଲିସକୁ ମିଛ ଅଭିନୟ ପାଇଁ କୁହାଯାଉଛି ବୋଲି ବିଜେପି ଅଭିଯୋଗ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ