Masthead

ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା । ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା। ଗୋଟିଏ ବଟନ୍‌ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ