Masthead

ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା । ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା। ଗୋଟିଏ ବଟନ୍‌ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ