Masthead

ବିଡିଓ କ’ଣ ପାର୍ଟି ଲୋକ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କିଶନ ନଗର ବିଡିଓଙ୍କ ବିଜୁ ଜୟନ୍ତୀ ବିଜ୍ଞାପନରେ ଦଳୀୟ ଚିହ୍ନକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ବିରୋଧୀ ଦଳ ମୁଖ୍ୟ ସଚେତକ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇବା ସହ ବାଚସ୍ପତିଙ୍କ ରୁଲିଂ ଦାବି କରିଛନ୍ତି । ସରକାର ଦଳକୁ ସରକାରୀ କର୍ମଚାରୀମାନେ ସହଯୋଗ କରୁଛନ୍ତି । ଅନୁଗୁଳ ଜିଲା କିଶୋର ନଗର ବ୍ଲକ୍ ବିଡିଓ ବିନୋଦ ବିହାରୀ ବେହେରାଙ୍କା ନାଁରେ ଅଭିଯୋଗ ଆଣିଛନ୍ତି ମୋହନ ମାଝି ।

ପଂଚାୟତ ରାଜ ଦିବସରେ ନିଜର ବିଜ୍ଞାପନରେ ଦଳୀୟ ଚିହ୍ନ ଲାଗିବା , ସରକାରୀ କର୍ମଚାରୀଙ୍କ ସିଭିଲକୋର୍ଡକୁ ଉଲ୍ଲଂଘନ କରୁଛି । ଏଥିରୁ ସେ ପ୍ରମାଣ କରିଦେଲେ ସେ ସରକାରୀ କର୍ମଚାରୀ ହୋଇ ଦଳୀୟକର୍ମୀ ଭାବରେ କାମ କରୁଛନ୍ତି । ପୂର୍ବରୁ ଏନେଇ ବିଜେପି ଅନୁଗୁଳ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲା । ଏହାସହ କିଶୋର ନଗର ଥାନାରେ ଏତଲା ଦିଆଯାଇଥିଲେ ମଧ୍ୟ ଏତଲା ରଖାଯାଇ ନାହିଁ । ଫଳରେ ଗୃହରେ ରୁଲିଂ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ