Masthead

ବିଡିଓ କ’ଣ ପାର୍ଟି ଲୋକ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କିଶନ ନଗର ବିଡିଓଙ୍କ ବିଜୁ ଜୟନ୍ତୀ ବିଜ୍ଞାପନରେ ଦଳୀୟ ଚିହ୍ନକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ବିରୋଧୀ ଦଳ ମୁଖ୍ୟ ସଚେତକ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇବା ସହ ବାଚସ୍ପତିଙ୍କ ରୁଲିଂ ଦାବି କରିଛନ୍ତି । ସରକାର ଦଳକୁ ସରକାରୀ କର୍ମଚାରୀମାନେ ସହଯୋଗ କରୁଛନ୍ତି । ଅନୁଗୁଳ ଜିଲା କିଶୋର ନଗର ବ୍ଲକ୍ ବିଡିଓ ବିନୋଦ ବିହାରୀ ବେହେରାଙ୍କା ନାଁରେ ଅଭିଯୋଗ ଆଣିଛନ୍ତି ମୋହନ ମାଝି ।

ପଂଚାୟତ ରାଜ ଦିବସରେ ନିଜର ବିଜ୍ଞାପନରେ ଦଳୀୟ ଚିହ୍ନ ଲାଗିବା , ସରକାରୀ କର୍ମଚାରୀଙ୍କ ସିଭିଲକୋର୍ଡକୁ ଉଲ୍ଲଂଘନ କରୁଛି । ଏଥିରୁ ସେ ପ୍ରମାଣ କରିଦେଲେ ସେ ସରକାରୀ କର୍ମଚାରୀ ହୋଇ ଦଳୀୟକର୍ମୀ ଭାବରେ କାମ କରୁଛନ୍ତି । ପୂର୍ବରୁ ଏନେଇ ବିଜେପି ଅନୁଗୁଳ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲା । ଏହାସହ କିଶୋର ନଗର ଥାନାରେ ଏତଲା ଦିଆଯାଇଥିଲେ ମଧ୍ୟ ଏତଲା ରଖାଯାଇ ନାହିଁ । ଫଳରେ ଗୃହରେ ରୁଲିଂ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ