Masthead

ନବୀନଙ୍କୁ ଭେଟିଲେ ମୋହନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ । ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ନବୀନ ନିବାସ ପହଞ୍ଚିଲେ ମୋହନ । ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି । ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି । ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଛନ୍ତି ମୋହନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ