Masthead

ମୋହନ ଯାଦବ ମଧ୍ୟପ୍ରଦେଶ ନୂଆ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଉଜୈନ ବିଧାୟକ ମୋହନ ଯାଦବ । ଏଥରକୁ ମିଶାଇ ୩ ଥର ବିଧାୟକ ହେଲେଣି ମୋହନ । ସେହିପରି ମଧ୍ୟପ୍ରଦେଶ ବାଚସ୍ପତି ହେବେ ନରେନ୍ଦ୍ର ସିଂ ତୋମର । ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ହେଉଛନ୍ତି ତୋମର । ବିଜେପି ବିଧାୟକ ଦଳ ବୈଠକରେ ତୋମରଙ୍କ ନାଁ ଚୂଡ଼ାନ୍ତ ।

ମଧ୍ୟପ୍ରଦେଶରେ କିଏ ହେବ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଲାଗି ରହିଥିଲା ସସପେନ୍ସ । ଏବେ ଏହା ଉପରୁ ହଟିଛି ପରଦା । ବିଧାୟକ ଦଳର ବୈଠକ ମୁଖ୍ୟମନ୍ତ୍ରୀ ପାଇଁ ମୋହନ ଯାଦବଙ୍କ ଉପରେ ଲାଗିଲା ମୋହର । ମଧ୍ୟପ୍ରଦେଶରେ ବହୁମତ ପାଇଁ ୧୧୬ଟି ଆସନ ଆବଶ୍ୟକ ଥିବାବେଳେ ବିଜେପି ୧୬୩ଟି ଆସନରେ ବିଜୟ ହାସଲ କରିଛି । ଗତ ୩ ତାରିଖରୁ ଫଳାଫଳ ଘୋଷଣା ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା