Masthead

ଦୁର୍ଘଟଣାରେ ଦୁଇ ମୃତ

ମୋହନା(ବଡ଼ ଖବର ବ୍ୟୁରୋ): ଦୁଇ ବାଇକ୍ ମଧ୍ୟରେ ଧକ୍କା । ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ । ଗଜପତି ଜିଲ୍ଲା ଅଡବା ଥାନା ଆଲିଗର୍ଡା-ଦମାଦୁଆ ରାସ୍ତାରେ ଆଜି ଘଟିଛି ଏହି ଦୁର୍ଘଟଣା । ମୃତକ ହେଲେ ଛେଳିଗଡ଼ର ରିଗନ ବୀର ଓ ଦମାଦୁଆର ସିନୁ ନାଚ । ରିଗନ ନିଜ ବାପାଙ୍କ ସହ ଛେଳିଗଡ଼ରୁ ଦମାଦୁଆ ଯାଉଥିଲେ । ସେପଟେ ଦମାଦୁଆରୁ ସିନୁ ଅନ୍ୟ ଦୁଇ ସାଙ୍ଗଙ୍କ ସହ ଅନ୍ୟ ଏକ ବାଇକ୍ରେ ଆସୁଥିଲେ । ଆଲିଗଣ୍ଡ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଦୁଇ ବାଇକଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଆରୋହୀ ଗୁରୁତର ହୋଇଥିଲେ । ଆହତମାନଙ୍କୁ ପ୍ରଥମେ ହୋହନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ପୋଲିସ ଏହି ଘଟଣାର ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା