Masthead

ଛେଳିଗଡ ଜଳ ପ୍ରକଳ୍ପ ବୁଡ଼ି ଅଞ୍ଚଳ ସଂଗ୍ରାମ ସମିତିଙ୍କ ମୁଖ୍ୟ ରାସ୍ତାରୋକ

ମୋହନା (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ରା. ଉଦୟଗିରି ଛେଳିଗଡ ମେଗା ଜଳପ୍ରକଳ୍ପ ବିସ୍ଥାପିତ ସଂଗ୍ରାମ ସମିତି ପକ୍ଷରୁ ସଭାପତି ଚୈତନ୍ୟ ସାହୁଙ୍କ ସମେତ ଶତାଧିକ ବୁଡି ଅଞ୍ଚଳ ଲୋକେ ୧୫ ଦଫା ଦାବି ନେଇ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଏହି ପ୍ରକଳ୍ପଟି ଦୀର୍ଘ ୨୦ ରୁ ୨୫ ବର୍ଷ ହେବ କାର୍ଯ୍ୟ ଚାଲୁ ରହିଥିବା ବେଳେ ବୁଡି ଅଂଚଳବାସୀଙ୍କୁ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରି ରାଜ୍ୟ ସରକାର ଏବଂ ପ୍ରକଳ୍ପ ଅଧିକାରୀଙ୍କ ଦ୍ଵାରା ବୁଡି ଅଂଚଳ ବାସୀଙ୍କ ଉପରେ ହେଉଥିବା ମନମୁଖୀ ଶାସନକୁ ବିରୋଧ କରି ଆଜି ୧୨ ଘଣ୍ଟିଆ ରାସ୍ତା ଅବରୋଧ କରିଛନ୍ତି ।

ସେପଟେ ମୁଖ୍ୟ ରାସ୍ତା ଅବରୋଧ ଫଳରେ ଯାତ୍ରୀ ମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ତେବେ ଆଗାମୀ ଦିନରେ ଯଦି ପ୍ରଶାସନ କୌଣସି ଅଭିଯୋଗ ନ ଶୁଣନ୍ତି ତେବେ ଆହୁରି ତୀବ୍ରତର ହେବା ନେଇ ସଂଗ୍ରାମ ସମିତି ଚେତାବନୀ ଦେଇଛନ୍ତି । ଘଟଣାସ୍ଥଳରେ ରା ଉଦୟଗିରି ଅଧିକାରୀ ଏବଂ ମୋହନା ଥାନା ଅଧିକାରୀ କୌଣସି ଅପ୍ରୀତିକର ପରିସ୍ଥିତି ନ ଘଟେ ସେଥି ପ୍ରତି କଡା ନଜର ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ