ଝାରସୁଗୁଡ଼ାରେ ବୁଲିଲା ମୋହନଙ୍କ ବୁଲଡୋଜର

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଚାଲିଲା ମୋହନ ସରକାରଙ୍କ ବୁଲଡୋଜର । ଝାରସୁଗୁଡ଼ା ବନ୍ଧବାହାଲରେ ଚାଲିଲା ବୁଲଡୋଜର । ଅପରାଧିକ ମାମଲାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପତ୍ତିରେ ଚାଲିଲା ବୁଲଡୋଜର । ଏମଡି ସୋନୁ ଜବରଦଖଲ କରିଥିବା ଜାଗାରେ ଚାଲିଲା । ବୁଲଡୋଜର ଚଢାଇ ଜବରଦଖଲ ଉଚ୍ଛେଦ କରାଯାଇଛି । ମାଂସ ଦୋକାନ, ଗ୍ୟାରେଜ ଓ ରାସନ ଦୋକାନ ଗୁଣ୍ଡ ହୋଇଯାଇଛି ।

ଏମଡି ସୋନୁ ନାଁରେ ୪ଟି ଅପରାଧିକ ମାମଲା ରହିଛି । ପରିବାର ନାଁରେ ରହିଛି ୩୦ରୁ ଅଧିକ ମାମଲା ଥିବା ଜଣାପଡ଼ିଛି । ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ମୋହନ ସରକାରଙ୍କ ଏହି କଡା ଆଭିମୁଖ୍ୟ ଗ୍ରହଣ କରି ବନ୍ଧବାହାଲରେ ଏହି ଜବରଦଖଲ ଉଛେଦ କରାଯାଇଛି  । ଆଗାମୀ ଦିନରେ ଖଡାମ ଏବଂ ସରଣ୍ଡାମାଲ ମୌଜାରେ ଜବର ଦଖଲ ଉଛେଦ କରାଯିବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ