Masthead

ଟାଙ୍ଗୀରେ ବନବିଭାଗର ଚଢ଼ାଉ, ମୋରମ ବୋଝେଇ ହାଇୱା ଜବତ

ଟାଙ୍ଗୀ, (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନାଞ୍ଚଳ ରେଞ୍ଜ ଅନ୍ତର୍ଗତ ପାତ୍ରପଡ଼ା ମୈଜା ଜଙ୍ଗଲ ଜମିରେ ଅହରହ ବେଆଇନ ମାଙ୍କଡ଼ା ପଥର ଖନନ ଚାଲିଛି । ବିଶେଷ ସୂତ୍ରରୁ ଖବର ପାଇ ଆଜି ଟାଙ୍ଗୀ ରେଞ୍ଜର ଅଚାନକ ଚଢ଼ାଉ କରି ଏକ ମୋରମ ବୋଝେଇ ହାଇୱା ଜବତ କରିଛନ୍ତି । ତେବେ ହାଇୱା ଚାଳକ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ଚଢ଼ାଉରେ ଭୁଷଣ୍ଡପୁର ଫରେଷ୍ଟର ଓ କର୍ମଚାରୀ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ