ଭୀଷଣ ବାତ୍ୟାର ରୂପ ନେଲା ‘ମୋକା’, ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଗତି କରୁଛି ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’ । କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ପୂର୍ବରେ ଗତି କରୁଛି ସାମୁଦ୍ରିକ ଝଡ଼ ମୋକା । ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେଲା ମୋକା । ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଗତି କରୁଛି ମୋକା । ପୋର୍ଟ ବ୍ଲେୟାରର ପଶ୍ଚି-ଉତ୍ତର ପଶ୍ଚିମର ୫୨୦ କିଲୋମିଟର ଏବଂ ବାଂଲାଦେଶର କକ୍ସ ବଜାରଠାରୁ ୧ ହଜାର ୩୦ କିଲୋମିଟର ତଥା ମିଆଁମାରର ସିତଓ୍ବେ ଠାରୁ ୯୫୦ କିଲୋମିଟର ଦୂରରେ ରହିଛି ମୋକା ।

ଆଗାମୀ ୬ ଘଣ୍ଟାରେ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୋଡ ବଦଳାଇ ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ପାଣି ପାଗ ବିଭାଗ । ୧୪ ତାରିଖରେ ଦକ୍ଷିଣ ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର ଉପକୂଳ ଦେଇ ଅତିକ୍ରମ କରିବ । ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ୧୫୦ରୁ ୧୬୦ ରହିପାରେ । ସ୍ଥଳ ବିଶେଷରେ ସର୍ବାଧିକ ୧୬୫ କିଲୋମିଟର ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’