Masthead

୧୦ ହଜାର ଫାଇନ୍ ଦେଲେ ମୋକିମ

କଟକ(ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ମିଥ୍ୟା ନିର୍ବାଚନୀ ସତ୍ୟପାଠ ମାମଲାରେ ମହମ୍ମଦ ମୋକିମ ସାକ୍ଷ୍ୟ ଗ୍ରହଣ ନଦେଇ କୋର୍ଟକୁ ମାଗିଲେ ସମୟ । ସମୟ ଅପଚୟ ହେଉଥିବାରୁ ୧୦ ହଜାର ଟଙ୍କା ମୋକୀମଙ୍କୁ ଫାଇନ କଲେ କୋର୍ଟ । ଏହି ଫାଇନ ରାଶି ହାଇକୋର୍ଟ ୱେଲ୍ ଫେୟର ଫଣ୍ଡକୁ ଦେବେ ବିଧାୟକ । ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ୍ । ୨୦୧୯ ନିର୍ବାଚନରେ ମୋକିମ୍ ମିଥ୍ୟା ସତ୍ୟାପାଠ ଦାଖଲ କରିଥିବା କୋର୍ଟରେ ମାମଲା କରିଥିଲେ ଦେବାଶିଷ ସାମନ୍ତରାୟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା