Masthead

ସୋମବାର ବସିବ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାର ବସିବ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର। ନଭେମ୍ବର ୨୪ରେମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୨ ଅଶୋକ ନଗର ଭୁବନେଶ୍ବର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ପୂର୍ବାହ୍ନ ୧୧ ଘଟିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଚାଲିଛି।

ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଲୋକମାନେ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।  ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ । ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଅଭିଯୋଗ ଶୁଣାଣି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ