Masthead

ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ଚିକିତ୍ସାରେ ଅର୍ଥ ସାଜିଛି ବାଧକ । କଟକ ନରସିଂହପୁର ଡିମିରିଆ ଗାଁର ରିସି ପ୍ରଧାନଙ୍କର ପରିସ୍ରା ନଳି ନଷ୍ଟ ହୋଇଯାଇଥିବାରୁ ସେ ଅସହ୍ୟ କଷ୍ଟ ଭୋଗୁଛନ୍ତି। ଚିକିତ୍ସା ପାଇଁ ୫ଲକ୍ଷ ଟଙ୍କା ଦରକାର ବୋଲି ଡାକ୍ତର କହିଛନ୍ତି। ତେବେ ପରିବାର ଦିନ ମଜୁରିଆ ହୋଇ ଥିବାରୁ ତାଙ୍କ ପକ୍ଷେ ଏତେ ଟଙ୍କା ଯୋଗାଡ କରିବା କଷ୍ଟକର ହୋଇ ପଡିଛି।

ବେସରକାରୀ ମେଡିକାଲରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ କାମ କରୁ ନଥିବାରୁ ଏପର୍ଯ୍ୟନ୍ତ ଚିକିତ୍ସାରେ ପାଖାପାଖି ୨ଲକ୍ଷ ଟଙ୍କା ଶେଷ ହୋଇ ସାରିଲାଣି। ସମ୍ପୂର୍ଣ୍ଣ ଚିକିତ୍ସା ଶେଷ ପର୍ଯ୍ୟନ୍ତ ୫ ଲକ୍ଷ ଟଙ୍କା ଦରକାର। ବାପା ଗୋବିନ୍ଦ ପ୍ରଧାନ ଜଣେ ଦିନ ମଜୁରିଆ । ରକାରୀ କ୍ଷେତ୍ରରେ ଯଦି କିଛି ସାହାର୍ଯ୍ୟ ମିଳି ପାରନ୍ତା ତେବେ ଶିଶୁଟି ଭଲ ହୋଇ ପାରନ୍ତା ବୋଲି ଗ୍ରାମବାସୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ