Masthead

ଚାଷୀଙ୍କ ଖାତାକୁ ଆସିବ ଟଙ୍କା, ଉପକୃତ ହେବେ ଦେଶର ୯କୋଟି ଚାଷୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ଦିର୍ଘଦିନ ଅପେକ୍ଷାର ଅନ୍ତ । ଚାଷୀଙ୍କ ଆକାଉଣ୍ଟକୁ ଆସିବ ‘ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନ ନିଧି’ ର ୧୪ ତମ କିସ୍ତି ଟଙ୍କା । ଉପକୃତ ହେବେ ଦେଶର ୯କୋଟି ଚାଷୀ । ୧୭ ହଜାର କୋଟି ଟଙ୍କା ହସ୍ତାନ୍ତର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୯କୋଟି କୃଷକଙ୍କ ଖାତାରେ ଦୁଇ-ଦୁଇ ହଜାର ଟଙ୍କାର କିଷାନ ସମ୍ମାନ ନିଧି ପଠାଇବେ । ରାଜସ୍ଥାନର ସିକରରୁ ମୋଦୀ ଦେଶର ଚାଷୀଙ୍କ ଆକରଉଣ୍ଟକୁ ସିଧାସଳଖ ହସ୍ତାନ୍ତର କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ