Masthead

ଚାଷୀଙ୍କ ଖାତାକୁ ଆସିବ ଟଙ୍କା, ଉପକୃତ ହେବେ ଦେଶର ୯କୋଟି ଚାଷୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ଦିର୍ଘଦିନ ଅପେକ୍ଷାର ଅନ୍ତ । ଚାଷୀଙ୍କ ଆକାଉଣ୍ଟକୁ ଆସିବ ‘ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନ ନିଧି’ ର ୧୪ ତମ କିସ୍ତି ଟଙ୍କା । ଉପକୃତ ହେବେ ଦେଶର ୯କୋଟି ଚାଷୀ । ୧୭ ହଜାର କୋଟି ଟଙ୍କା ହସ୍ତାନ୍ତର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୯କୋଟି କୃଷକଙ୍କ ଖାତାରେ ଦୁଇ-ଦୁଇ ହଜାର ଟଙ୍କାର କିଷାନ ସମ୍ମାନ ନିଧି ପଠାଇବେ । ରାଜସ୍ଥାନର ସିକରରୁ ମୋଦୀ ଦେଶର ଚାଷୀଙ୍କ ଆକରଉଣ୍ଟକୁ ସିଧାସଳଖ ହସ୍ତାନ୍ତର କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା