Masthead

ଅଲିମ୍ପିକ୍ସରେ ଇତିହାସ ରଚିଲେ ମୋନିକା ବାତ୍ରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ୟାରିସ ଅଲିମ୍ପିକ୍ସରେ ମୋନିକା ବାତ୍ରା ଟେବୁଲ ଟେନିସରେ ଇତିହାସ ସୃଷ୍ଟି କରିଛନ୍ତି। ୧୬ ରାଉଣ୍ଡରେ ନିଜର ସ୍ଥାନ ନିଶ୍ଚିତ କରିଥିଲେ। ମୋନିକା ବାତ୍ରା ହେଉଛନ୍ତି ପ୍ରଥମ ଭାରତୀୟ ଟେବୁଲ ଟେନିସ ଖେଳାଳି ଯିଏକି ଅଲିମ୍ପିକ୍ସରେ ୧୬ ରାଉଣ୍ଡରେ ପ୍ରବେଶ କରିଛନ୍ତି। ୩୨ର ରାଉଣ୍ଡରେ ମୋନିକା ଫ୍ରେଞ୍ଚ ପ୍ୟାଡଲର ପ୍ରୀତିକା ପାୱାଡେଙ୍କ ସହ ମୁହାଁମୁହିଁ ହୋଇଥିଲେ। ମୋନିକା ପାୱାଡେଙ୍କୁ କ୍ଲିନ୍‌ସୁଇପ୍‌ କରିଥିଲେ। ଏହା ପରେ ସେ ୧୬ ରାଉଣ୍ଡରେ ନିଜର ସ୍ଥାନ ନିଶ୍ଚିତ କରିଥିଲେ।

ମୋନିକା ବାତ୍ରା ହେଉଛନ୍ତି ପ୍ରଥମ ଭାରତୀୟ ଟେବୁଲ ଟେନିସ ଖେଳାଳି ଯିଏକି ଅଲିମ୍ପିକ୍ସରେ ୧୬ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏହି ବିଜୟରେ ଏକ ବିଶେଷ କଥା ହେଲା ଯେ ମୋନିକା ବିଶ୍ୱ ର଼୍ୟାଙ୍କିଙ୍ଗରେ ୨୮ତମ ସ୍ଥାନରେ ଅଛନ୍ତି ଏବଂ ର଼୍ୟାଙ୍କିଙ୍ଗରେ ମୋନିକାଙ୍କଠାରୁ ଦଶଟି ଉପରେ ଅଛନ୍ତି ପ୍ରୀତିକା ପାୱାଡେ। ଏହାପୂର୍ବରୁ, କୌଣସି ଭାରତୀୟ ମହିଳା ଟେବୁଲ ଟେନିସ ଖେଳାଳି ଅଲିମ୍ପିକ୍ସରେ ୩୨ ରାଉଣ୍ଡରୁ ଅଧିକ ଯାଇପାରି ନ ଥିଲେ। ମୋନିକା ମଧ୍ୟ ଏହି ରେକର୍ଡ ଭାଙ୍ଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ