Masthead

ଜୁଲାଇ ୧୭ରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ(ବଡଖବର ବ୍ୟୁରୋ): ଜୁଲାଇ ତୃତୀୟ ସପ୍ତାହରେ ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶନ । ଚଳିତ ବର୍ଷ ମୌସୁମୀ ଅଧିବେଶନ ଜୁଲାଇ ୧୭ରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ କିଛିଦିନ ମଧ୍ୟରେ ସଂସଦୀୟ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ମୌସୁମୀ ଅଧିବେଶନ ସଂପର୍କରେ ନିଷ୍ପତ୍ତି ନିଆଯିବ । ଗତବର୍ଷ ଏହା ୨୦୨୨ରେ ମୌସୁମୀ ଅଧିବେଶନ ଜୁଲାଇ ୧୮ରୁ ଆରମ୍ଭ ହୋଇଥଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା