Masthead

୯ ସୁଦ୍ଧା ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ରୁ ୪ ଦିନ ଭିତରେ ରାଜ୍ୟରେ ମୌସୁମୀ ବର୍ଷା ହେବ । ୯ ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବ। ୯ ବା ୧୦ ତାରିଖରେ ମୌସୁମୀ ବର୍ଷା ହେବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଉତ୍ତର ଓଡ଼ିଶାରେ ସାମାନ୍ୟ ତାତି ରହିବ । ୧୨ ଓ ୧୩ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାରେ ତାତି ପୁଣି ବଢ଼ିବ । କିଛି ସ୍ଥାନରେ ୪୫ ଡିଗ୍ରୀ ଟପିପାରେ ।

ଆସନ୍ତା ୩ରୁ ୪ ଦିନ ଭିତରେ ମୌସୁମୀ ଓଡ଼ିଶା ଆସିବା ପାଇଁ ପାଗ ଅନୁକୂଳ ଅଛି ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି । ସେପଟେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି । ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ । ଅନ୍ୟପଟେ ଚଳିତ ଗ୍ରୀଷ୍ମରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ଗଲାଣି ୩୬ ଜଣଙ୍କ ଜୀବନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା