Masthead

ବିିଳମ୍ବରେ ପହଞ୍ଚିବ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡେରିରେ ପହଞ୍ଚିବ ମୌସୁମୀ । ଜୁନ୍ ୧ ପରିବର୍ତ୍ତେ ୪ରେ କେରଳ ଛୁଇଁବ ମୌସୁମୀ । କେରଳ ଛୁଇଁବାରେ ପ୍ରାୟ ଏକ ସପ୍ତାହ ପରେ ଓଡ଼ିଶାରେ ବର୍ଷା ହୋଇଥାଏ । ଅର୍ଥାତ୍ ଜୁନ୍ ୧୨ ବେଳକୁ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ହୋଇ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା