Masthead

ମୁନ ମିଶନ: ଆରମ୍ଭ ହେଲା କାଉଣ୍ଟଡାଉନ

ନୂଅଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁନ ମିଶନ ପରେ ଏବେ ସନ୍ ମିଶନ । ପୁଣି ମନରେ ସେଇ ଉକ୍ରଣ୍ଠା ଆଉ ଉଦବେଗ । ଆଇ ମାତ୍ର କେଇ ଘଣ୍ଟାକୁ ଅପେକ୍ଷା । ଆରମ୍ଭ ହୋଇଛି କାଉଣ୍ଟ ଡାଉନ । ସୂର୍ଯ୍ୟକୁ ଯାତ୍ରା କରିବ ଆଦିତ୍ୟ ଏଲ-୧ । ଆଦିତ୍ୟ-ଏଲ-୧ ମିଶନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତର ପ୍ରଥମ ‘ସୂର୍ଯ୍ୟ’ ଯାତ୍ରା ରକେଟ୍ ପିଏସ୍ଏଲଭି-ସି-୫୭ ଉତକ୍ଷେତଣସ୍ଥଳରେ ପହଞ୍ଚି ସାରିଛି । ଗୁରୁବାର ଉତକ୍ଷେପଣର ସମସ୍ତ ରିହର୍ସଲ ଶେଷ ହୋଇଛି । ରକେଟର ସମସ୍ତ ଇଂଟେରିୟର ଯାଞ୍ଚ ମଧ୍ୟ କରାଯାଇଛି ।

୨୦୨୩ ସେପ୍ଟେମ୍ବର ୨ ତାରିଖ ପୂର୍ବାହ୍ନ ୧୧ଟା ୫୦ ମିନିଟରେ ଏହାର ଉତକ୍ଷେପଣ କରାଯିବ । ଇସ୍ରୋର ସବୁଠାରୁ ଭରସାଯୋଗ୍ୟ ରକେଟ୍ ପିଏସଏଲଭି-ସି-୫୭ କୁ ପୃଥିବୀର ନିମ୍ନ କକ୍ଷପଥରେ ଉତକ୍ଷେପଣ କରାଯିବ । ଏହା ପରେ ତିନି କିମ୍ବା ଚାରିଟି କକ୍ଷପଥକୁ ସିଧାସଳଖ ସ୍ଫେୟାର ଅଫ୍ ଇନଫ୍ଲୁଏନ୍ସରୁ ବାହାରକୁ ଅଣାଯିବ । ତା’ପରେ କ୍ରୁଜ୍ ଫେଜ୍ ଆରମ୍ଭ ହେବ । ଏହା ଟିକେ ଲମ୍ବା ପ୍ରକ୍ରିୟା ।

ଏହାପରେ ଆଦିତ୍ୟ-ଏଲ-୧କୁ ହେଲୋ ଅରବିଟରେ ରଖାଯିବ, ଯେଉଁଠାରେ ଏଲ୍-୧ ପଏଂଟ ରହିଛି । ଏହି ବିନ୍ଦୁ ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ ଅବସ୍ଥିତ, କିନ୍ତୁ ସୂର୍ଯ୍ୟଠାରୁ ଏହାର ଦୂରତାର ତୁଳନା ମାତ୍ର ୧ ପ୍ରତିଶତ । ଏହି ଯାତ୍ରା ପାଇଁ ୧୨୭ ଦିନ ସମୟ ଲାଗିବ । ଏହି ସ୍ଥାନରେ ପହଞ୍ଚିବା ପରେ ଆଦିତ୍ୟ-ଏଲ-୧ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଠାଇବା ଆରମ୍ଭ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା