Masthead

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ ଗେଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ଆଉ ୪ ଗେଟ୍ । ମୋଟ ୨୬ ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୭.୮୭ଫୁଟ ରହିଛି । ଏବେ ହୀରାକୁଦକୁ ପ୍ରବେଶ କରୁଛି ୪ଲକ୍ଷ ୨ହଜାର ୩୨୬ କ୍ୟୁସେକ ଜଳ, ନିଷ୍କାସିତ ହେଉଛି ୩ଲକ୍ଷ ୮୯ହଜାର ୬୨୧ କ୍ୟୁସେକ ଜଳ । ସେପଟେ ଲଗାଣ ବର୍ଷା ଯୋଗୁଁ ବଢୁଛି ନଦୀ ଜଳସ୍ତର । ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ପୀଠରେ ପଶିଲା ମହାନଦୀ ବନ୍ୟା ପାଣି । ମାଆଙ୍କ ବିଗ୍ରହକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ମା’ ଭଟ୍ଟାରିକାଙ୍କର ପୂଜାର୍ଚ୍ଚନା କରାଯାଉଛି । ସୁରକ୍ଷା ଦୃଷ୍ଟିରୁ ମା’ଙ୍କ ମନ୍ଦିରର ଲାଗିଥିବା ସମସ୍ତ କବାଟ ଖୋଲି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ