Masthead

୧୦ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପୁଣି ରାଜ୍ୟରେ କରୋନା ଗ୍ରାଫ ଉପର ମୁହାଁ ହୋଇଛି । ଗତ ୨୪ଘଣ୍ଟାରେ ୧୧ହଜାର ୯୯ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୬୨୧୪, ଲୋକାଲ କେସ୍ ୪୮୮୫ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪୬୦ ଆକ୍ରାନ୍ତ ଚିହ୍ନଟ । ସୁନ୍ଦରଗଡ଼ରୁ ୯୮୩, କଟକରୁ ୮୬୭, ବୌଦ୍ଧରୁ ୨୧୩, ଦେବଗଡ଼ରୁ ୧୦୭, ଢେଙ୍କାନାଳରୁ ୧୬୨, ଗଜପତିରୁ ୮୨, ଗଞ୍ଜାମରୁ ୧୯୬, ଜଗତସିଂହପୁରରୁ ୩୦୨, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୩୦୭, କଳାହାଣ୍ଡିରୁ ୨୯୯, କନ୍ଧମାଳରୁ ୮୮, କେନ୍ଦ୍ରାପଡ଼ାରୁ ୧୫୬, କେନ୍ଦୁଝରରୁ ୧୬୫, କୋରାପୁଟରୁ ୨୮୦, ମାଲକାନଗିରିରୁ ୧୦୨, ମୟୁରଭଞ୍ଜ ୩୭୪ ଚିହ୍ନଟ ହୋଇଛନ୍ତି । ସେହିପରି ନବରଙ୍ଗପୁରରୁ ୨୩୯, ନୟାଗଡ଼ରୁ ୨୮୦, ନୂଆପଡ଼ାରୁ ୨୩୨, ପୁରୀରୁ ୩୫୬, ରାୟଗଡ଼ାରୁ ୧୭୦, ସମ୍ବଲପୁରରୁ ୫୪୭, ସୋନପୁରରୁ ୨୫୨ ଏବଂ ଷ୍ଟେଟ୍ ପୁଲରୁ ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୪ହଜାର ୪୦୧କୁ ବୃଦ୍ଧି ପାଇଛି । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୫ହଜାର ୩୭୫କୁ ବୃଦ୍ଧି । ସେହିପରି ଗତ ୨୪ଘଣ୍ଟାରେ ରାଜ୍ୟରେ ୨୧ଜୀବନ ନେଇଛି ମହାମାରୀ କରୋନା । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ । ବରଗଡ଼, ବଲାଙ୍ଗିର, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ଼, ନିମାପଡ ଓ ପୁରୀରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା୨୩୭୮କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ