Masthead

୧୦୦ରୁ ଅଧିକ ଶିଶୁ ଆକ୍ରାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି ଛୁଆଙ୍କ ସଂକ୍ରମଣ ସଂଖ୍ୟା । ଏହାକୁ ନେଇ ଚିନ୍ତାରେ ଅଭିଭାବକ । କୋଭିଡ ସଂକ୍ରମଣରୁ ସୁସ୍ଥ ହେବା ପରେ ୨୦ ପ୍ରତିଶତ ପିଲାଙ୍କ ପାଖରେ ଦେଖାଦେଉଛି ଏମଆଇ ସିଣ୍ଡ୍ରୋମ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ । ଏକଥା ଶୁଣିବାପରେ ଅଭିଭାବକମାନେ ଛାନିଆ ହୋଇପଡ଼ିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ଦୈନିକ ୧୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହେଉଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୪୫ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୩୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୩୧୦ । ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା