Masthead

ଦିନକୁ ୨ଶହରୁ ଅଧିକ ଡେଙ୍ଗୁରୋଗୀ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଡେଙ୍ଗୁର ସ୍ଥିତି ସଙ୍ଗିନୀ ରହିଛି l ଦିନକୁ ୨ଶହରୁ ଅଧିକ ରୋଗୀ ଚିହ୍ନଟ ହେଉଛନ୍ତି l ବିଶେଷ କରି ଖୋର୍ଦ୍ଧା ଜିଲ୍ଲା ଓ ଭୁବନେଶ୍ୱର ଡେଙ୍ଗୁ ରୋଗର ହଟସ୍ପଟ ପାଲଟିଛି l ଭୁବନେଶ୍ୱର ସମେତ ୮ଟି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ଶହେରୁ ଅଧିକ ରହିଛି l

କିଛି ଜିଲ୍ଲାରେ ୫ଶହ ଟପିଲାଣି l ରାଜ୍ୟରେ ଡେଙ୍ଗୁର ସଙ୍ଗିନୀ ସ୍ଥିତି ପହଞ୍ଚିଲାଣି l ବିଏମସି ଜିଲ୍ଲାସ୍ତରରେ ସିଡିଏମଓ ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସବୁ ରାଜ୍ୟରେ ଡେଙ୍ଗୁ ନିୟନ୍ତ୍ରଣରେ ବିଫଳ ହୋଇଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି