‘୨୫୦୦ରୁ ଅଧିକ ଆଶାୟୀ ପ୍ରାର୍ଥୀ ପ୍ରଗମନରେ କରିଛନ୍ତି ଆବେଦନ’

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ଆଶାୟୀ ପ୍ରାର୍ଥୀଙ୍କୁ ଡାକିଲା କଂଗ୍ରେସ। ରାଜ୍ୟ ଅତିଥି ଭବନରେ ବସିଲା ବୈଠକ। ବିଧାନସଭା ନିର୍ବାଚନ ପାଇଁ ୨୦୦୦ରୁ ଅଧିକ ଆଶାୟୀ ଭରିଛନ୍ତି । ୫୦୦ ଆଶାୟୀ ଲୋକସଭା ନିର୍ବାଚନ ପାଇଁ ପ୍ରଗମନରେ ଆବେଦନ କରିଛନ୍ତି । ରାଜ୍ୟ ପ୍ରଭାରୀ ଓ ପିସିସି ସଭାପତି ସେମାନଙ୍କ ସହ ଆଲୋଚନା କରୁଛନ୍ତି । ଏଠାରେ ପ୍ରତି ନିର୍ବାଚନମଣ୍ଡଳୀରୁ ଆସିଥିବା ନାଁ ଉପରେ ବିଚାର ବିମର୍ଷ କରାଯିବ । ଟିକେଟ୍ ଚୂଡାନ୍ତ ପରେ ଏଆଇସିସିକୁ ତାଲିକା ପଠାଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’