Masthead

ବିଜେପିରେ ମିଶିଲେ ୫୦ରୁ ଅଧିକ କର୍ମୀ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳିର ମଲ୍ଲିପଶିରୁ ବିଜେପି ସାଂସଦ ପ୍ରାର୍ଥୀ ଅନନ୍ତ ନାୟକ ଓ ପାଟଣା ନିର୍ବାଚନମଣ୍ଡଳି ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଏକ ବିରାଟ ବାଇକ୍ ରାଲିରେ ଶୋଭାଯାତ୍ରାରେ ଆସି ସଭାସ୍ଥଳରେ ପହଞ୍ଚି ଥିଲେ। ଏହା ପରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ବିଜେଡି ଛାଡ଼ି ବିଜେପିରେ ବିଭିନ୍ନ ଦଳର ନେତା ବିଜେପିରେ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଜେଡିରୁ ନିଲମ୍ବିତ ହୋଇଥିବା କରୁଣା ସାଗର ଖଟୁଆ, ଆଜି ବିଜେପିରେ ଯୋଗଦାନ କରିଥିବା ବେଳେ ଅନ୍ୟ ଦଳର ପରମେଶ୍ୱର ପୃଷ୍ଟି, ବିକାଶ କୁମାର ସେଠୀଙ୍କ ସହ ୫୦ରୁ ଉର୍ଦ୍ଧ ବିଜେଡି ନେତା ବିଜେପିରେ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ