Masthead

ବିଜେପିରେ ମିଶିଲେ ୫୦ରୁ ଅଧିକ କର୍ମୀ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳିର ମଲ୍ଲିପଶିରୁ ବିଜେପି ସାଂସଦ ପ୍ରାର୍ଥୀ ଅନନ୍ତ ନାୟକ ଓ ପାଟଣା ନିର୍ବାଚନମଣ୍ଡଳି ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଏକ ବିରାଟ ବାଇକ୍ ରାଲିରେ ଶୋଭାଯାତ୍ରାରେ ଆସି ସଭାସ୍ଥଳରେ ପହଞ୍ଚି ଥିଲେ। ଏହା ପରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ବିଜେଡି ଛାଡ଼ି ବିଜେପିରେ ବିଭିନ୍ନ ଦଳର ନେତା ବିଜେପିରେ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଜେଡିରୁ ନିଲମ୍ବିତ ହୋଇଥିବା କରୁଣା ସାଗର ଖଟୁଆ, ଆଜି ବିଜେପିରେ ଯୋଗଦାନ କରିଥିବା ବେଳେ ଅନ୍ୟ ଦଳର ପରମେଶ୍ୱର ପୃଷ୍ଟି, ବିକାଶ କୁମାର ସେଠୀଙ୍କ ସହ ୫୦ରୁ ଉର୍ଦ୍ଧ ବିଜେଡି ନେତା ବିଜେପିରେ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ