Masthead

ବସ ରେଡିୱାଟର ଫାଟି ୭ରୁ ଅଧିକ ଲୋକ ଆହତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବସ ରେଡିୱାଟର ଫାଟି ୭ରୁ ଅଧିକ ଲୋକ ଆହାତ । ସମସ୍ତ ଆହତ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି । ଏପରି ଘଟଣା ଦେଖିବାକୁ ମିଳିଛି ବାଲିକୁଦା ବ୍ଲକ ଅଣିଅଙ୍ଗ ନିକଟରେ । ସୂଚନା ଅନୁଯାଇ କଟକରୁ ତେନ୍ତୁଲିବେଲାରୀ ଅଭିମୁଖେ ଯାଉଥିବା ଅମ୍ବିକା ବସର ରେଡିୱାଟରଟି ଅଣିଅଙ୍ଗ ନିକଟରେ ବ୍ଲାଷ୍ଟ ହୋଇଯାଇଥିଲା । ଏହି ବ୍ଲାଷ୍ଟରେ ବସ ଆଗରେ ଥିବା ସାତରୁ ଉର୍ଦ୍ଧ ଲୋକ ଗୁରୁତର ଭାବେ ଆହାତ ହୋଇଛନ୍ତି । ତେବେ ଆହାତ ହୋଇଥିବା ଲୋକ ମାନଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଜଗତସିଂହପୁର ସଦର ମହକୁମା ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣା ଯାଇଥିଲେ । ସେଠାରେ ଆହାତ ହୋଇଥିବା ବ୍ୟକ୍ତି ମାନଙ୍କର ପ୍ରାଥମିକ ଚିକିତ୍ସା ଆରମ୍ଭ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ