Masthead

ବିଜେପିର ମହାମିଶ୍ରଣ ପର୍ବ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପିର ବଳ ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟତା ଓ ଲୋକାଭିମୁଖୀ ଯୋଜନାରେ ଅନୁପ୍ରାଣିତ ହୋଇ ବର୍ତ୍ତମାନ୍ ଲୋକେ ତାଙ୍କୁ ନିଜର ଆଦର୍ଶ ମାନିବା ଆରମ୍ଭ କଲେଣି। ଏହାର ପ୍ରଭାବରେ ଆଜି ବିଜେପି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀଙ୍କ ନେତୃତ୍ୱରେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ଲଇକେରା ମଣ୍ଡଳରେ ବିଜେପିର ବଡ଼ ଧରଣ ର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇ ଯାଇଛି।

ଦୀର୍ଘ ଦିନ ଏହି ଅଞ୍ଚଳ ରେ ଚାଲିଥିବା ପରିବାରବାଦ୍ ଶାସନକୁ ତ୍ୟାଗ କରି ୫ ଟି ପଞ୍ଚାୟତରୁ ପ୍ରାୟ ୧୦୦୦ରୁ ଅଧିକ କର୍ମୀ ବିଭିନ୍ନ ଦଳରୁ ଆସି ବିଜେପିରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେପିର ବରିଷ୍ଠ ନେତା ପ୍ରମୋଦ ତ୍ରିପାଠୀ, ଲଳିତ ମଗର, ପଙ୍କଜ ବେହେରା, ସଂଯୁକ୍ତା ଓରାମ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ