Masthead

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟ ସରକାରଙ୍କ ଘୋଷଣା । ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଦଳିଲା ସ୍କୁଲର ସମୟ । ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ଆସିବେ ଛାତ୍ରଛାତ୍ରୀ । ସକାଳ ୭ଟାରୁ ସାଢ଼େ ୧୧ଟା ଯାଏ ପାଠପଢ଼ା ହେବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଏହି ନିୟମ ଲାଗୁ କରିଛନ୍ତି ରାଜ୍ୟ ସରକାର ।

ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ଗରମକୁ ଦୃଷ୍ଟିରେ ରଖି ସ୍କୁଲରେ ଶୁଦ୍ଧ ପାନୀୟ ଜଳ ସହ ଓଆରଏସ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣିପାଗର ସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଡ଼ିଲେ ସ୍କୁଲର ସମୟ ପରିବର୍ତନ କରିପାରିବେ ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା