Masthead

ସକାଳ ୭ରୁ ୧୧.୩୦ ଯାଏଁ ସ୍କୁଲ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ସକାଳ ୭ରୁ ସ୍କୁଲ ଆରମ୍ଭ ହୋଇଥିବା ବେଳେ ୧୧ଟା ୩୦ ଯାଏଁ ପାଠପଢ଼ା ହେବ । ଗ୍ରୀଷ୍ମ ପ୍ରବାହ ପାଇଁ ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ ପାଠପଢା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲମାନଙ୍କ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ।

ସ୍କୁଲ ଗୁଡିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ ସବୁ ସ୍କୁଲ କର୍ତ୍ତୃପକ୍ଷ ଧ୍ୟାନ ଦେବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ସରକାରୀ, ସରକାରୀ ଅନୁଦାନ ଓ ଘରୋଇ ବିଦ୍ୟାଳୟରେ ଏହି ନିୟମ ଲାଗୁ କରାଯାଇଛି । ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । କିଛି ଜିଲ୍ଲାରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ