Masthead

ସକାଳ ୭ରୁ ୧୧.୩୦ ଯାଏଁ ସ୍କୁଲ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ସକାଳ ୭ରୁ ସ୍କୁଲ ଆରମ୍ଭ ହୋଇଥିବା ବେଳେ ୧୧ଟା ୩୦ ଯାଏଁ ପାଠପଢ଼ା ହେବ । ଗ୍ରୀଷ୍ମ ପ୍ରବାହ ପାଇଁ ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ ପାଠପଢା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲମାନଙ୍କ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ।

ସ୍କୁଲ ଗୁଡିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ ସବୁ ସ୍କୁଲ କର୍ତ୍ତୃପକ୍ଷ ଧ୍ୟାନ ଦେବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ସରକାରୀ, ସରକାରୀ ଅନୁଦାନ ଓ ଘରୋଇ ବିଦ୍ୟାଳୟରେ ଏହି ନିୟମ ଲାଗୁ କରାଯାଇଛି । ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । କିଛି ଜିଲ୍ଲାରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା