ଆଜିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍ଲୁଲ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଲି ନବମ ରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କର କ୍ଲାସ୍ ରୁମ ପାଠ ପଢା ଚାଲିଛି । ପ୍ରଚଣ୍ଡ ଖରାକୁ ଆଖିଆଗରେ ରଖି ସକାଳ ୭ରୁ ୯ଟା ଯାଏଁ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ହେବ । ତେବେ ପ୍ରତ୍ୟେକ ବିଦ୍ୟାଳୟରେ ପର୍ଯ୍ୟାପ୍ତ ପାନୀୟଜଳର ବ୍ୟବସ୍ଥା କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ କୁହାଯାଇଛି ।

ଯଦି କୌଣସି ବିଦ୍ୟାଳୟରେ ନଳକୂପ ଅଚଳ ଥିବ , ତେବେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏବଂ ପୌର ପରିଷଦ ଆଲୋଚନା କରି ଡିଇଓମାନେ ପଦକ୍ଷପ ନେବେ । ଏହାସହ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରୁ ପର୍ଯ୍ୟାପ୍ତ ପରିମାଣର ଓଆରଏସ ଆଣି ସ୍କୁଲରେ ମହଜୁଦ ରଖିବାକୁ କୁହାଯାଇଛିା ପିଲାମାନେ ସ୍ଲୁଲ ଯିବା ସମୟରେ ଅଭିଭାବକମାନେ ପାଣି ବୋତଲ ଦେବା ସହ ସଚେତନ କରାଇବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ