Masthead

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ, କାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କାଲିଠୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ସକାଳୁଆ କ୍ଲାସ୍।

ସକାଳ ୭ରୁ ୧୧ଟା ୩୦ ଯାଏ ହେବ ମର୍ଣ୍ଣିଂ କ୍ଲାସ୍। ସ୍କୁଲରେ ପାଣି ବ୍ୟବସ୍ଥା, ଓଆରଏସର ବ୍ୟବସ୍ଥା କରାଯିବ। ସେହିପରି ହିଟୱେଭ୍ ହେଲେ ପଦକ୍ଷେପ ନିଆଯିବ ବୋଲି ପ୍ରାଥମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ