Masthead

ଆଜିଠୁ ସାରା ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର । ସକାଳ ୭ଟାରୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମୟରେ ପରିବର୍ତ୍ତନ ହୋଇଛି। ଉଭୟ ସରକାରୀ ଏବଂ ଘରୋଇ ବିଦ୍ୟାଳୟ ଲାଗି ନିୟମ ଲାଗୁ ହୋଇଛି ।

କ୍ୟାମ୍ପସ ଭିତରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଆବଶ୍ୟକ ପାଣି, ଓଆରଏସ ରଖିବାକୁ ନିଷ୍ପତି ହୋଇଛି । ଏହାବ୍ୟତୀତ ରାଜ୍ୟ ସରକାର ଜିଲ୍ଲାଗୁଡ଼ିକ ପାଇଁ ଆଡଭାଇଜରୀ ଜାରି କରିବା ସହ ଗରମ ଓ ଆର୍ଦ୍ରତା ହ୍ରାସ ପାଇଁ ବିଭିନ୍ନ ବିଭାଗକୁ ବିଭିନ୍ନ କ୍ଷେତ୍ର ପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା