ଆଜିଠୁ ସାରା ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର । ସକାଳ ୭ଟାରୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମୟରେ ପରିବର୍ତ୍ତନ ହୋଇଛି। ଉଭୟ ସରକାରୀ ଏବଂ ଘରୋଇ ବିଦ୍ୟାଳୟ ଲାଗି ନିୟମ ଲାଗୁ ହୋଇଛି ।

କ୍ୟାମ୍ପସ ଭିତରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଆବଶ୍ୟକ ପାଣି, ଓଆରଏସ ରଖିବାକୁ ନିଷ୍ପତି ହୋଇଛି । ଏହାବ୍ୟତୀତ ରାଜ୍ୟ ସରକାର ଜିଲ୍ଲାଗୁଡ଼ିକ ପାଇଁ ଆଡଭାଇଜରୀ ଜାରି କରିବା ସହ ଗରମ ଓ ଆର୍ଦ୍ରତା ହ୍ରାସ ପାଇଁ ବିଭିନ୍ନ ବିଭାଗକୁ ବିଭିନ୍ନ କ୍ଷେତ୍ର ପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ