Masthead

ହସ୍ପିଟାଲରେ ଦାଉଦ, ବିଷ ଦେଇ ମାରିବାକୁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ୍ ଇବ୍ରାହିମଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଦାଉଦ୍ ଇବ୍ରାହିମଙ୍କୁ ବିଷ ଦେଇ ମାରିବା ପାଇଁ ଷଡ଼ଯନ୍ତ୍ର କରାଯାଇଛି । ବର୍ତ୍ତମାନ ପାକିସ୍ତାନର କାରାଚି ହସ୍ପିଟାଲରେ ସେ ଭର୍ତ୍ତି ଥିବାବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଅଛି । ତେବେ ପାକିସ୍ତାନୀ ଏଜେନ୍ସିମାନଙ୍କ ଦ୍ୱାରା ଏହି ଘଟଣାର କୌଣସି ସରକାରୀ ବିବୃତି ପ୍ରକାଶ ପାଇ ନାହିଁ । ଦାଉଦ ସେଠାରେ ଲୁଚି ରହିଥିବା ନେଇ ପାକିସ୍ତାନ ଗ୍ରହଣ କରୁନାହିଁ ।

ଗତକାଲିଠୁ କରାଚିରେ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କୁହାଯାଉଛି । ଦାଉଦ୍ ଇବ୍ରାହିମକୁ ହସ୍ପିଟାଲ୍ ଭିତରେ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି । ସେ ହିଁ ଏକମାତ୍ର ରୋଗୀ ଭାବେ ରହିଥିବା ଜଣାପଡିଛି । କେବଳ ଉପରିସ୍ଥ ହସ୍ପିଟାଲ କର୍ତ୍ତୃପକ୍ଷ ଓ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ସେହି ଫ୍ଲୋରକୁ ପ୍ରବେଶ ଅନୁମତି ରହିଛି । ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟର ମାଇଣ୍ଡ ହେଉଛି ଦାଉଦ ଇବ୍ରାହିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା