Masthead

ନିଆଁରେ ପଡ଼ିଲେ ମା-ପୁଅ

ଧାମନଗର (ବଡ଼ ଖବର ବ୍ୟୁରୋ): ନିଆଁରେ ପଡ଼ି ମା-ପୁଅ ଗୁରୁତର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‍ ଦଳାଙ୍ଗ ପଞ୍ଚାୟତ ରାମେଶ୍ୱରପୁର ଗ୍ରାମରେ । ପୁରୁଷୋତ୍ତମ ସାହୁଙ୍କ ଘରେ ଅଗ୍ନିକାଣ୍ଡ ହୋଇଥିଲ। ପୁରୁଷୋତ୍ତମଙ୍କ ସ୍ତ୍ରୀ ମନୋରମା ଓ ପୁଅ ହୃଦାନନ୍ଦ ସାହୁ ଗୋରୁଙ୍କୁ ଉଦ୍ଧାର କରିବା ପାଇଁ ଗୁହାଳକୁ ଯାଇଥିଲେ ।

ଗୋରୁଙ୍କୁ ଖୋଲିବା ବେଳେ ନିଆଁ ଉପରେ ପଡିଥିଲେ। ତେବେ ମାଆ ଓ ପୁଅ ଗୁରୁତର ହୋଇଥିଲେ। ପ୍ରଥମେ ଦୁଇଜଣଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରେ ଭଦ୍ରକ ଜିଲ୍ଲା ମୁଖ୍ୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେଵାରୁ ମାଆ ଓ ପୁଅଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ