Masthead

ଏକାସଙ୍ଗେ ମା’ ଓ ଦୁଇ ପୁଅଙ୍କର ମୃତ୍ୟୁ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଏକାସଙ୍ଗେ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଶେରଗଡ ଶ୍ରୀରାମ ନଗରରେ ଘଟିଛି ଏହି ଅଭାବନିୟ ଘଟଣା । ମା’ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲା ଶେରଗଡ ଗ୍ରାମରେ ମହାତ୍ମାଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ସାବିତ୍ରୀ ସାହୁ ଓ ତାଙ୍କର ଦୁଇ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି ।

ଶିକ୍ଷୟତ୍ରୀ ଜଣକ ବାଇପାସ ସ୍ଥିତ ଏକ ଭଡ଼ା ଘରେ ରହୁଥିଲେ। ସକାଳୁ ସାବିତ୍ରୀ ଓ ତାଙ୍କର ଦୁଇ ପୁଅକୁ ଅଚେତ ଅବସ୍ଥାରେ ଶେରଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ତିନିଜଣଙ୍କ ମୃତ୍ୟୁ ଏବେ ସନ୍ଦେହ ଘେରରେ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି