Masthead

ପୁଅ ଓ ଝିଅ ପରେ ଆଖି ବୁଜିଲେ ମା

ଅତାବିରା(ବଡ଼ ଖବର ବ୍ୟୁରୋ):  ସୁଖର ସଂସାର ମାଟିରେ ମିଶିଗଲା । ଘରର ମୁଖ୍ୟଙ୍କ ମୃତ୍ୟୁପରେ ମର୍ମାହାତ ପରିବାରର ୩ଜଣ ସଦସ୍ୟ କୀଟନାଶକ ବିଶ ପିଇଥିଲେ । ଏଭଳି ଘଟଣା ବରଗଡ଼ ଜିଲ୍ଲାର ସୋହେଲା ଥାନା ଅଧୀନ ମାଷ୍ଟରପଧା ଠାରେ ଘଟିଛ । ଗୁରୁତର ଅବସ୍ଥାରେ ତିନି ଜଣଙ୍କୁ ସୋହାଲାର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସୁନା ମୁତାବକ ମାଷ୍ଟରପଡ଼ାରେ ବାସ କରୁଥିବା ଏକ ପାରିବାରର ମୁଖ୍ୟ ଅର୍ଜୁନ ସାହୁଙ୍କର ୬ ତାରିଖ ଦିନ ମୃତ୍ୟୁ ହୋଇଥିଲା । ଏହି ଖବର କୁ ସହି ନପାରି ଅର୍ଜୁନଙ୍କ ପତ୍ନୀ ସହ ପୁଅ ଓ ଝିଅ ଘରର କବାଟ ବନ୍ଦ କରି କୀଟନାଶକ ଔଷଧକୁ ପିଇ ଶୋଇପଡିଥିଲେ ।

ପରବର୍ତ୍ତି ସମୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ଉଦ୍ଦାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା । ସେମାନଙ୍କର ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ବୁର୍ଲା ହସ୍ପିଟାଲକୁ ନେବା ସମୟରେ ଝିଅଟିର ମୃତ୍ୟୁ ହୋଇଥିଲା । ଚିକିତ୍ସାଧିନ ଅବସ୍ଥାରେ ପୁଅ ଆଖି ବୁଜିଥିଲା । ଅନ୍ୟପଟେ ଗୁରୁତର ଅବସ୍ଥାରେ ମାଆ ଚିକିତ୍ସା ହେଉଥିବା ବେଳେ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି