Masthead

ପାରିବାରିକ କଳହର କରୁଣ ପରିଣତି

ଆସିକା (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହରୁ ୩ଛୁଆଙ୍କୁ ନେଇ ଆତ୍ମହତ୍ୟା ଉଦ୍ୟମ କଲା ମା’ । ଶେରଗଡ଼ ବ୍ଲକ ଲାଉଗୁଡ଼ା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ୩ ଛୁଆକୁ ନେଇ କୂଅକୁ ଡେଇଁଲା ମା’ । ସାନଝିଅ ଓ ପୁଅର ମୃତଦେହ ଉଦ୍ଧାର କଲେ ଅଗ୍ନିଶମ ବାହିନୀ । ମା’ ଓ ବଡ଼ଝିଅକୁ ଜୀବିତ ଉଦ୍ଧାର କରିଛନ୍ତି ଗ୍ରାମବାସୀ । ମହିଳା ଜଣଙ୍କ ନିଜ ଜିଭ କାଟିଥିବା ସୂଚନା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା